21/04/2026
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ରେ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି 🙏 I ରାଜ୍ୟର ପ୍ରଗତି ସହ ଓଡ଼ିଆ ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ପ୍ରତି ତାଙ୍କ ବହୁମୂଲ୍ୟ ଅବଦାନ ସର୍ବଦା ସ୍ମରଣୀୟ I
୧୦୦୦ ଦିନରେ ୧୦୦୦ ଶିଳ୍ପର ପ୍ରତିଷ୍ଠା ପାଇଁ ସଙ୍କଳ୍ପ ନେଇଥିଲେ ଜାନକୀ ବଲ୍ଲଭ ପଟ୍ଟନାୟକ I ଓଡ଼ିଶାକୁ ଶିଳ୍ପ କ୍ଷେତ୍ରରେ ପ୍ରତିଷ୍ଠିତ ଓ ବିକଶିତ କରିବାରେ ଏହି ନିଷ୍ପତ୍ତି ପ୍ରମୁଖ ଭୂମିକା ଗ୍ରହଣ କରିଥିଲା I