Ame Bipadare Saathi

Ame Bipadare Saathi A step towards giving.Lets join hands together for a better future.A move to bring sheer bliss. J.P.R No. 3590/20-2021

ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭର...
16/07/2026

ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ l ଏହା ହିଁ ଆମେ ବିପଦରେ ସାଥି ତରଫରୁ କାମନା l
ଜୟ ଜଗନ୍ନାଥ🙏

ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା। ଓଡ଼ିଆ ସଂସ୍କୃତି ଓ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରି...
14/06/2026

ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା। ଓଡ଼ିଆ ସଂସ୍କୃତି ଓ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ। ଏହି ଅବସରରେ ସମସ୍ତଙ୍କ ସୁଖ ଓ ମଙ୍ଗଳମୟ ଜୀବନ କାମନା କରୁଅଛୁ।

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚାଷୀ ଭାଇଙ୍କ ଅଖିମୁଠି ଅନୁକୂଳ ଶୁଭଙ...
20/04/2026

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚାଷୀ ଭାଇଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ ଏବଂ ସୁଖ ଓ ସମୃଦ୍ଧିର ଧାରାକୁ ଅଧିକ ତ୍ବରାନ୍ବିତ କରୁ।

ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଜଗତର ନାଥ ଶ୍ରୀଜଗନ୍ନାଥଙ୍କ କୃପାରୁ ଆପଣ ସମସ୍ତଙ୍କ ପାଇଁ...
14/04/2026

ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।

ଜଗତର ନାଥ ଶ୍ରୀଜଗନ୍ନାଥଙ୍କ କୃପାରୁ ଆପଣ ସମସ୍ତଙ୍କ ପାଇଁ ନୂଆ ବର୍ଷ ସୁଖ, ଶାନ୍ତି ଓ ସମୃଦ୍ଧିର ବର୍ଷ ହେଉ।

#ଓଡ଼ିଆ_ନବବର୍ଷ

 #ବନ୍ଦେ_ଉତ୍କଳ_ଜନନୀ ପବିତ୍ର  ଉତ୍କଳ ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।
01/04/2026

#ବନ୍ଦେ_ଉତ୍କଳ_ଜନନୀ
ପବିତ୍ର ଉତ୍କଳ ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।

ପବିତ୍ର ରାମ ନବମୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନକୁ ମଙ୍ଗଳମୟ କରିବା ସହ ସୁଖ, ଶା...
27/03/2026

ପବିତ୍ର ରାମ ନବମୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନକୁ ମଙ୍ଗଳମୟ କରିବା ସହ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରି ଦେଉ।

 #ଜଳଛତ୍ର ୪୨ତମ ପାଣିକୋଇଲି ମେଲଣ ଉତ୍ସବ ଉପଲକ୍ଷେ  ଆମେ ବିପଦରେ ସାଥି ପରିବାର ତରଫରୁ ଏକ ଜଳଛତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ସଂସ୍କୃ...
11/03/2026

#ଜଳଛତ୍ର
୪୨ତମ ପାଣିକୋଇଲି ମେଲଣ ଉତ୍ସବ ଉପଲକ୍ଷେ ଆମେ ବିପଦରେ ସାଥି ପରିବାର ତରଫରୁ ଏକ ଜଳଛତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ସଂସ୍କୃତି ଓ ଭାଇଚାରାର ଏହି ମହାନ୍ ପର୍ବରେ ହଜାର ହଜାର ଲୋକଙ୍କ ସମାଗମ ହୋଇଥିବା ବେଳେ ସେମାନଙ୍କ ତୃଷ୍ଣା ମେଣ୍ଟାଇବା ନିମନ୍ତେ ଆମେ ବିପଦରେ ସାଥି ପରିବାର ତରଫରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସର୍ବତ୍ର ବଣ୍ଟନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ସମାଜସେବୀ ସୁବାଷ ଧଳ, ବରିଷ୍ଠ ନାଗରିକ ମଞ୍ଚ ସଭାପତି ନୃସିଂହ ଚନ୍ଦ୍ର ଦଳେଇ, ସଞ୍ଜୟ ବେହେରା (ସଞ୍ଜୁଆ ଭାଇ), ଦନାର୍ଦ୍ଦନ ସେନାପତି (ଦନୁ ଭାଇ) , ସ୍ଵପ୍ନାନନ୍ଦ ଦାସ, ପେଟ୍ରୋଲିଂ ଏସ୍ଆଇ ଅଶୋକ ବଳ, ପ୍ରଦୀପ ମାଝୀ, ତାରିଣୀ ପଟ୍ଟନାୟକ ଓ ପାଣିକୋଇଲି ମେଲଣ କମିଟିର ସମସ୍ତ ସଦସ୍ୟ ଯୋଗଦାନ ପୂର୍ବକ ସହଯୋଗ କରିଥିଲେ ।

ପବିତ୍ର  ହୋଲି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।
04/03/2026

ପବିତ୍ର ହୋଲି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।

ପବିତ୍ର ମହାଶିବରାତ୍ରୀ (ଜାଗର) ଉପଲକ୍ଷେ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ
15/02/2026

ପବିତ୍ର ମହାଶିବରାତ୍ରୀ (ଜାଗର) ଉପଲକ୍ଷେ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ

ପବିତ୍ର ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆମେ ବିପଦରେ ସାଥି ତରଫରୁ ହାର୍ଦ୍ଧିକ ଅଭିନନ୍ଦନ ଓ ଶୁଭେଚ୍ଛା...
26/01/2026

ପବିତ୍ର ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆମେ ବିପଦରେ ସାଥି ତରଫରୁ ହାର୍ଦ୍ଧିକ ଅଭିନନ୍ଦନ ଓ ଶୁଭେଚ୍ଛା...

Address

Jajpur
755043

Telephone

+919937308537

Website

Alerts

Be the first to know and let us send you an email when Ame Bipadare Saathi posts news and promotions. Your email address will not be used for any other purpose, and you can unsubscribe at any time.

Contact The Organization

Send a message to Ame Bipadare Saathi:

Shortcuts

Share