12/05/2026
ମାନନୀୟା ଉପମୁଖ୍ୟମନ୍ତ୍ରୀ, ମହିଳା ଓ ଶିଶୁ ବିକାଶ, ପର୍ଯ୍ୟଟନ ଏବଂ ମିଶନ୍ ଶକ୍ତି ବିଭାଗର ମନ୍ତ୍ରୀ, ଶ୍ରୀମତୀ ପ୍ରଭାତୀ ପରିଡା ମହୋଦୟାଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ।
ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ସୁସ୍ଥ ଓ ନିରାମୟ ରଖିବା ସହ ଜନସେବା ନିମନ୍ତେ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।
Prabhati Parida